News World Odisha
Current News Updates

କଲରାପତରିଆ ଚମଡ଼ା ଜବତ: ୭ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌…

0 141

Get real time updates directly on you device, subscribe now.

କଲରାପତରିଆ ଚମଡ଼ା ଜବତ । ସମ୍ବଲପୁର କୁଚିଣ୍ଡାରୁ ୪ କଲରାପତରିଆ ବାଘ ଚମଡ଼ା ଜବତ ହୋଇଛି । ଏହି ଘଟଣାରେ ୭ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ । ବାଘ ଚମଡାକୁ ରାଜ୍ୟ ବାହାରକୁ ବିକ୍ରି ପାଇଁ ପଠାଯାଉଥିବା ଅଭିଯୋଗ ହୋଇଛି । ଗିରଫ ଅଭିଯୁକ୍ତଙ୍କୁ ପଚରା ଉଚରା ପାଇଁ ଭୁବନେଶ୍ୱର ଅଣାଯାଉଥଇବା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଏସ୍‌ପି ରାହୁଲ ପିଆର ଏନେଇ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.

Comments
Loading...